ଅର୍ଥ : ପାଠଶାଳାର ଯେଉଁ କୋଠରୀରେ ଗୋଟିଏ ଶ୍ରେଣୀର ସବୁ ପିଲା ବସି ପାଠପଢ଼ନ୍ତି
							ଉଦାହରଣ : 
							ଆମ ବିଦ୍ୟାଳୟରେ ଦୁଇଟି ନୂଆ ଶ୍ରେଣୀଗୃହ ତିଆରି ଚାଲିଛି
							
ଅନ୍ୟ ଭାଷାରେ ଅନୁବାଦ :
पाठशाला का वह कमरा जहाँ एक ही वर्ग के सभी बच्चे बैठकर पढ़ते हैं।
हमारे विद्यालय में दो नयी कक्षाएँ बन रही हैं।