ଅର୍ଥ : ରୂପ, ପ୍ରକାର, ଗୁଣ ଆଦିରେ ସମାନ ହୋଇଥିବା ଅବସ୍ଥା
							ଉଦାହରଣ : 
							ଏହି ଦୁଇ ବସ୍ତୁ ମଧ୍ୟରେ ସାଦୃଶ୍ୟ ରହିଛି
							
ସମକକ୍ଷ : ଅନୁରୂପତା, ସମତା, ସମତୁଲ୍ୟତା, ସମରୂପତା, ସମାନତା, ସାଦୃଶ୍ୟତା
ଅନ୍ୟ ଭାଷାରେ ଅନୁବାଦ :
The quality of being similar or comparable in kind or nature.
There is a remarkable homogeneity between the two companies.ଅର୍ଥ : ଲକ୍ଷଣାର୍ଥଦ୍ୱାରା କାହାରି ଯୋଗ୍ୟତାର ତୁଳନାରେ ବହୁତ କମ ହେବାର ଅବସ୍ଥା ବା ଭାବ
							ଉଦାହରଣ : 
							ଆଜିପର୍ଯ୍ୟନ୍ତ ମୁଁ ଯେତେସବୁ ମନ୍ଦିର ଦେଖିଛି କୌଣସି ମନ୍ଦିର ଏହି ମନ୍ଦିରର ପାସଙ୍ଗରେ ଆସିବ ନାହିଁ
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଅନୁରୂପ ବା ରଙ୍ଗ ଆଦି ଦୃଷ୍ଟିକୋଣରୁ ଏକଭଳି ହୋଇଥିବା
							ଉଦାହରଣ : 
							ଆମକୁ ଏହି ଶାଢ଼ୀର ଗୋଟିଏ ମ୍ୟାଚିଙ୍ଗ୍ ବ୍ଲାଉଜ ବି ଦରକାର
							
ସମକକ୍ଷ : ଅନୁରୂପ, ମ୍ୟାଚିଙ୍ଗ୍
ଅନ୍ୟ ଭାଷାରେ ଅନୁବାଦ :
Intentionally matched.
Curtains and walls were color coordinated.