ଅର୍ଥ : କାମ ବନ୍ଦ ହେବାର ସେହି ଦିନ, ଯେଉଁଦିନ ନିୟମିତ ରୂପରେ ଲୋକେ କାମରେ ଉପସ୍ଥିତ ରହନ୍ତି ନାହିଁ
							ଉଦାହରଣ : 
							ଭାରତ ସରକାର ରବିବାର ଦିନକୁ ଛୁଟି ଘୋଷିତ କରିଛନ୍ତି
							
ସମକକ୍ଷ : ଛୁଟି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଆରାମର ସମୟ
							ଉଦାହରଣ : 
							ଆପଣ ମୋ ସହିତ ଫୁରସତ୍ ବେଳେ ମିଶନ୍ତୁ
							
ସମକକ୍ଷ : କାର୍ଯ୍ୟାବକାଶ, ଫୁରସତ୍, ବିରାମ ସମୟ, ବିଶ୍ରାମ ସମୟ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଶିଷ୍ଟ ସମୟ
							ଉଦାହରଣ : 
							ଏଠାରେ ପ୍ରତିବର୍ଷ ବିଜୟାଦଶମୀ ଅବସରରେ ରାମ ଲୀଳାର ଆୟୋଜନ କରାଯାଏ
							
ସମକକ୍ଷ : ଅବସର
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଗୋଟିଏ ପ୍ରକାରର ଛନ୍ଦ
							ଉଦାହରଣ : 
							ଅବକାଶର ଏକ ଉତ୍ତମ ଉଦାହରଣ ହେଉଛି ଏହି କାବ୍ୟ ରଚନା
							
ସମକକ୍ଷ : ଅବକାଶ ଛନ୍ଦ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଫାଲୁତ ଅବା ଅତିରିକ୍ତ ସମୟ
							ଉଦାହରଣ : 
							କେଉଁଠାକୁ ଯିବା-ଆସିବା ପାଇଁ ମୋ ପାଖରେ ଅବକାଶ କାଇଁ
							
ସମକକ୍ଷ : ଅତିରିକ୍ତ ସମୟ, ଫାଲୁତ ସମୟ, ବଳକା ସମୟ
ଅନ୍ୟ ଭାଷାରେ ଅନୁବାଦ :