ଅର୍ଥ : ଦୁଇ ହାତକୁ ମିଶାଇ ତେଢ଼ା କଲେ ହେଉଥିବା ଖାଲ ଯେଉଁଥିରେ କିଛି ନିଆଯାଇପାରିବ ବା ଦିଆଯାଇପାରିବ
							ଉଦାହରଣ : 
							ସେ ଆଞ୍ଜୁଳାରେ ଫୁଲନେଇ ଭଗବାନଙ୍କ ଉପରେ ଚଢ଼ାଇଲା
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଗୋଟିଏ ଆଞ୍ଜୁଳାରେ ଅଣା ଯାଉଥିବା ମାତ୍ରା
							ଉଦାହରଣ : 
							ସେ ଭିକାରୀ ଥଳିରେ ଏକ ଆଞ୍ଜୁଳା ଚାଉଳ ଦେଇଦେଲେ
							
ଅନ୍ୟ ଭାଷାରେ ଅନୁବାଦ :