ଅର୍ଥ : ଯେଉଁ ଖାଲ ବର୍ଷାଦିନେ ଭୂମି ଦବିଯିବା କାରଣରୁ ହୋଇଥାଏ
							ଉଦାହରଣ : 
							କଚ୍ଚା ରାସ୍ତାରେ ସ୍ଥାନେ ସ୍ଥାନେ ଖାଲ ହୋଇଯାଇଛି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଗଭୀର ତଳ ବା ସ୍ଥାନ
							ଉଦାହରଣ : 
							ଜଣେ ଅନ୍ଧ ବ୍ୟକ୍ତି ଗାତରେ ପଡ଼ିଗଲା
							
ଅନ୍ୟ ଭାଷାରେ ଅନୁବାଦ :