ଅର୍ଥ : ଯାହା ମଝିରୁ ଏପାଖ ସେପାଖ ଝୁଙ୍କିଛି ବା ବୁଲିପଡ଼ିଛି
							ଉଦାହରଣ : 
							ଏହି ମନ୍ଦିରକୁ ଯିବାର ରାସ୍ତା ତେଢ଼ା
							
ସମକକ୍ଷ : କୁଞ୍ଚିତ, ତେଢ଼ା ମେଢ଼ା, ବଙ୍କା
ଅନ୍ୟ ଭାଷାରେ ଅନୁବାଦ :
जो बीच में इधर-उधर झुका या घूमा हो।
इस मन्दिर पर जाने का रास्ता घुमावदार है।ଅର୍ଥ : ଯିଏ ସମାନାନ୍ତର ବା ସିଧା ନୁହେଁ
							ଉଦାହରଣ : 
							ଶୀଘ୍ର ସହର ପହଞ୍ଚିବାପାଇଁ ଆମକୁ ବଙ୍କା ରାସ୍ତାଦେଇ ଯିବାକୁ ପଡ଼ିବ  ସେ ନିଜର ଉତ୍ତରପୁସ୍ତିକା ଉପରେ ବଙ୍କା ରେଖା ଟାଣୁଅଛି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହା କୂଟତାରେ ଭରା ବା ଯାହା ବହୁତ କଠିନ
							ଉଦାହରଣ : 
							ଯୁଧିଷ୍ଠିର ଯକ୍ଷଙ୍କ କୂଟ ପ୍ରଶ୍ନର ଉତ୍ତର ଦେଇ ନିଜ ଭାଇମାନଙ୍କୁ ବଞ୍ଚାଇଲେ
							
ସମକକ୍ଷ : କଠିନ, କୂଟ, କୂଟତାପୂର୍ଣ୍ଣ, ଗମ୍ଭୀର, ଗୁଢ଼, ଜଟିଳ
ଅନ୍ୟ ଭାଷାରେ ଅନୁବାଦ :
Difficult to analyze or understand.
A complicated problem.