ଅର୍ଥ : ବେଶ୍ୟା ବା ଛିଣ୍ଡାଳି ସ୍ତ୍ରୀମାନଙ୍କର ଦଲାଲି କରୁଥିବା ବ୍ୟକ୍ତି
							ଉଦାହରଣ : 
							କେତେକ ଭାଡ଼ୁଆ ନିରୀହା ଝିଅଙ୍କୁ ନିଜର ଶିକାର ବନାନ୍ତି
							
ସମକକ୍ଷ : ଭାଡ଼ୁଆ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଦୋକାନି ସହ ସାମିଲ୍ ହୋଇଥିବା ଦଲାଲ
							ଉଦାହରଣ : 
							ଦଲାଲର କଥାରେ ପଡ଼ିବାରୁ ମୁଁ ଦୋକାନି ଦ୍ୱାରା ଠକିଗଲି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ସଉଦା କିଣିବା ବା ବିକିବାବେଳେ ଯେଉଁଲୋକ କିଛି ପାରିଶ୍ରମିକ ନେଇ ସାହାଯ୍ୟ କରେ
							ଉଦାହରଣ : 
							ଦଲାଲ ମାଧ୍ୟମରେ ମୁଁ ଏହି ଗାଡ଼ି କିଣିଛି
							
ସମକକ୍ଷ : ଏଜେଣ୍ଟ
ଅନ୍ୟ ଭାଷାରେ ଅନୁବାଦ :