ଅର୍ଥ : ଯୋଗ୍ୟତା, ସମ୍ମାନଆଦିର ସୂଚକ ଶବ୍ଦ ଯାହାକୁ କୌଣସି ନାମ ସହିତ ଯୋଡ଼ାଯାଏ
							ଉଦାହରଣ : 
							ଶ୍ୟାମଙ୍କୁ ଡକ୍ଟର ଉପାଧିରେ ସମ୍ମାନିତ କରାଗଲା
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ଅଧିକାରୀ ଆସୀନ ହୋଇଥିବା ସ୍ଥାନ ବା ପଦ
							ଉଦାହରଣ : 
							ନେତା ନିଜର ପଦବୀ ଛାଡିବାକୁ ଚାହାଁନ୍ତିନାହିଁ
							
ଅନ୍ୟ ଭାଷାରେ ଅନୁବାଦ :
वह स्थान या पद जिस पर कोई अधिकारी आसीन हो।
नेता अपनी कुर्सी छोड़ना ही नहीं चाहते।