ଅର୍ଥ : ଆଗପଛ କ୍ରମରେ ଆସିବା ସୁଯୋଗ ବା ସୁବିଧା
							ଉଦାହରଣ : 
							ଶିବରାତ୍ରି ଦିନ ପ୍ରଭୁଶିବଙ୍କ ଦର୍ଶନପାଇଁ ଅଧାଘଣ୍ଟା ଛିଡ଼ାହେବାପରେ ମୋ ପାଳି ପଡ଼ିଲା
							
ସମକକ୍ଷ : ବାରି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କଳକାରଖାନା ଆଦିରେ କାମ କରିବା ଏକ ନିର୍ଧାରିତ ସମୟ ଯେଉଁ ସମୟରେ କର୍ମଚାରୀ ବା କର୍ମଚାରୀଦଳ ଆସି କାର୍ଯ୍ୟ କରନ୍ତି
							ଉଦାହରଣ : 
							ରାମଦେବର ଆଜିଠାରୁ ରାତି ପାଳି ଆରମ୍ଭ ହୋଇଛି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଖେଳାଳୀମାନଙ୍କୁ ବାରମ୍ବାର ମିଳୁଥିବା ସୁଯୋଗ ଯାହା କୌଣସି କାମ କରିବାରେ ବା ଖେଳିବାରେ ମିଳେ
							ଉଦାହରଣ : 
							ଏବେ ରାମର ପାଳି
							
ଅନ୍ୟ ଭାଷାରେ ଅନୁବାଦ :