ଅର୍ଥ : କୌଣସି ବିଷୟରେ, କାହା ସହିତ ମତଭେଦ ହେଲାପରେ ବିରୋଧ ବା ଅସନ୍ତୋଷ ପ୍ରକଟ କରିବା ପାଇଁ ତାହାର ତ୍ୟାଗ
							ଉଦାହରଣ : 
							ଗାନ୍ଧିଜୀ ବିଦେଶୀ ବସ୍ତୁଗୁଡ଼ିକୁ ବହିଷ୍କାର କରିଥିଲେ
							
ଅନ୍ୟ ଭାଷାରେ ଅନୁବାଦ :
A group's refusal to have commercial dealings with some organization in protest against its policies.
boycottଅର୍ଥ : କୌଣସି କାରଣରୁ ସଭା,କାର୍ଯ୍ୟ ଆଦି ଛାଡ଼ି ଚାଲିଯିବାର ପ୍ରକ୍ରିୟା
							ଉଦାହରଣ : 
							ବିରୋଧୀ ଦଳ ସଭ୍ୟମାନେ ଆଜି ସଂସଦ ସଭା ବର୍ଜନ କଲେ
							
ଅନ୍ୟ ଭାଷାରେ ଅନୁବାଦ :
The act of walking out (of a meeting or organization) as a sign of protest.
There was a walkout by the Black members as the chairman rose to speak.