ଅର୍ଥ : ନାଲି ପଡ଼ିଯାଇଥିବା
							ଉଦାହରଣ : 
							ତାଙ୍କର ଅରୁଣିମ ମୁଖର ଶୋଭା ଅଲଗା ଥିଲା
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଲାଲ କରାଯାଇଥିବା
							ଉଦାହରଣ : 
							ରକ୍ତିମ ପୃଷ୍ଠଭୂମିରେ ଚିତ୍ର କରାଯାଇଛି
							
ସମକକ୍ଷ : ଅରୁଣିତ, ରକ୍ତାଭ, ଲାଲବର୍ଣ୍ଣଯୁକ୍ତ, ଲୋହିତ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଲହୁ ବା ରକ୍ତ ରଙ୍ଗର
							ଉଦାହରଣ : 
							ସକାଳର ସୂର୍ଯ୍ୟ ଲୋହିତ ରଙ୍ଗର ହୋଇଥାଏ  ପ୍ରାତଃକାଳୀନ ରକ୍ତିମ ସୂର୍ଯ୍ୟଙ୍କ ଛିଟା ହିଁ ଅତୁଳନୀୟ
							
ସମକକ୍ଷ : ରକ୍ତବର୍ଣ୍ଣ, ରକ୍ତାଭ, ଲୋହିତ
ଅନ୍ୟ ଭାଷାରେ ଅନୁବାଦ :