பொருள் : କୌଣସି ସାମାଜିକ, ଧାର୍ମିକ କାମ ପ୍ରଭୃତି ନିମନ୍ତେ ଦାନ ଅର୍ଥରେ ଲୋକମାନଙ୍କଠାରୁ ନିଆଯାଉଥିବା ଧନ ଇତ୍ୟାଦି
எடுத்துக்காட்டு :
ସେ ମନ୍ଦିରପାଇଁ ଆଦାୟ ହୋଇଥିବା ଚାନ୍ଦାରେ ନିଜ ଘର ତିଆରିକଲା
ஒத்த சொற்கள் : ଚାନ୍ଦା
பிற மொழிகளில் மொழிபெயர்ப்பு :
A voluntary gift (as of money or service or ideas) made to some worthwhile cause.
contribution, donationபொருள் : ରାଜ୍ୟ ଶାସନ ଆଦି ତରଫରୁ କୋଣସି ବିଶେଷ କାର୍ଯ୍ୟପାଇଁ ସହାୟତାରୂପେ ମିଳୁଥିବା ପୁଞ୍ଜି ବା ଧନ
எடுத்துக்காட்டு :
ବନ୍ୟାଗ୍ରସ୍ତ ଅଞ୍ଚଳପାଇଁ କେନ୍ଦ୍ରସରକାର ଏକକୋଟି ଟଙ୍କା ଅନୁଦାନ ଦେଇଛନ୍ତି
ஒத்த சொற்கள் : ଦାନ
பிற மொழிகளில் மொழிபெயர்ப்பு :
राज्य शासन आदि से किसी विशेष कार्य के लिए सहायता के रूप में मिलने वाला धन।
बाढ़ ग्रस्त इलाक़े के लिए केंद्र सरकार ने एक करोड़ रुपए का अनुदान दिया है।Any monetary aid.
grant