பொருள் : କୌଣସି ନୂଆ ବିଲକ୍ଷଣ ବା ଅସାଧାରଣ କଥା ଦେଖିକରି, ଶୁଣିକରି ବା ଧ୍ୟାନରେ ଆଣିବା ପରେ ମନରେ ସୃଷ୍ଟି ହେଉଥିବା ଭାବର ପ୍ରଦର୍ଶନ
எடுத்துக்காட்டு :
ସର୍କସରେ ନଟ ଓ ନଟୀମାନଙ୍କ ଖେଳ ଦେଖି ପିଲାମାନଙ୍କୁ ଆଶ୍ଚର୍ଯ୍ୟ ଲାଗିଲା
ஒத்த சொற்கள் : ଚକିତହେବା, ତାଜୁବହେବା, ବିସ୍ମୟହେବା
பிற மொழிகளில் மொழிபெயர்ப்பு :
किसी नई, विलक्ष्ण या असाधारण बात को देखने, सुनने या ध्यान में आने पर मन में उठने वाला भाव, प्रदर्शित होना।
सर्कस में नट और नटी का खेल देखकर बच्चों को आश्चर्य हुआ।பொருள் : କିଛି ଦେଖିକରି ଆଶ୍ଚର୍ଯ୍ୟରେ ପଡ଼ିବା
எடுத்துக்காட்டு :
ପିଲାଦିନର ସାଙ୍ଗଙ୍କୁ ହଠାତ ଦୁଆରେ ଛିଡ଼ାହୋଇଥିବା ଦେଖିକରି ସେ ଆଶ୍ଚର୍ଯ୍ୟଚକିତ ହୋଇଗଲେ
ஒத்த சொற்கள் : ଆବାକାବା ହେବା, ଆଶ୍ଚର୍ଯ୍ୟଚକିତ ହେବ, ବିସ୍ମ୍ୟହେବା