பொருள் : କୌଣସି ବସ୍ତୁ, ସ୍ଥାନଆଦିର ଉପର ଭାଗ
எடுத்துக்காட்டு :
ବଢ଼ି ଦାଉରୁ ରକ୍ଷା ପାଇବାପାଇଁ ସେ ଗାଁର ସବୁଠୁ ଉଚ୍ଚ ସ୍ଥାନରେ ନିଜର କୁଡ଼ିଆ ତିଆରି କଲା
ஒத்த சொற்கள் : ଉଚ୍ଚଭାଗ, ଉଚ୍ଚସ୍ଥାନ, ଢିପ, ଶିଖରଭାଗ, ଶିରୋଭାଗ, ଶୀର୍ଷ, ଶୀର୍ଷସ୍ଥାନ
பிற மொழிகளில் மொழிபெயர்ப்பு :
किसी वस्तु, स्थान आदि के ऊपर का भाग।
उसने बाढ़ से बचने के लिए गाँव के सबसे ऊपरी भाग में अपनी कुटिया बनाई।The upper part of anything.
The mower cuts off the tops of the grass.