பொருள் : ଘର, ଗାଡ଼ି, ଜାହାଜ ଆଦିର ପାଚେରୀ ବା ଛାତ ଉପରେ ପବନ ତଥା ଆଲୋକ ଆସିବା ନିମନ୍ତେ ତିଆରି ହୋଇଥିବା ଖୋଲା ଅଂଶକୁ ଖୋଲିବା ତଥା ବନ୍ଦ କରିବା ନିମନ୍ତେ ତିଆରି ହୋଇଥିବା କାଠ ବା ଧାତୁର ସଂରଚନା ଯେଉଁଥିରେ କାଚ ଆଦି ଲାଗିଥାଏ
எடுத்துக்காட்டு :
କେହି କାରର ଝରକା କାଚକୁ ଭାଙ୍ଗି ଦେଇଛି
ஒத்த சொற்கள் : ଗବାକ୍ଷ
பிற மொழிகளில் மொழிபெயர்ப்பு :
घर, गाड़ी, जहाज आदि की दीवारों या छतों पर हवा तथा प्रकाश आने के लिए बनाए गए खुले भाग को खोलने तथा बंद करने के लिए बनी लकड़ी या धातु की संरचना जिसमें काँच आदि लगे होते हैं।
किसी ने कार की खिड़की का काँच तोड़ दिया है।A framework of wood or metal that contains a glass windowpane and is built into a wall or roof to admit light or air.
windowபொருள் : ପବନ ତଥା ଆଲୋକ ଆସିବାପାଇଁ ଘର ,ଗାଡ଼ି ଜାହାଜଆଦିର କାନ୍ଥରେ ବା ଛାତ ଉପରେ ତିଆରି କରାଯାଇଥିବା ଖୋଲା ଅଂଶ ଯାହାକୁ ଖୋଲିବା ବା ବନ୍ଦ କରିବା ନିମନ୍ତେ ପ୍ରାୟ କାଚଆଦି ଲଗାଯାଇଥିବା କାଠ ବା ଧାତୁରେ ନିର୍ମିତ ସଂରଚନା ଥାଏ
எடுத்துக்காட்டு :
ଏହି କୋଠରୀରେ ଗୋଟିଏ ମାତ୍ର ଝରକା ଅଛି
ஒத்த சொற்கள் : ଖିଡ଼ୀକି
பிற மொழிகளில் மொழிபெயர்ப்பு :
பொருள் : ପବନ ଓ ଆଲୋକ ଆସିବା ନିମନ୍ତେ କାନ୍ଥରେ ତିଆରି ହୋଇଥିବା ଜାଲିଯୁକ୍ତ ବଡ କଣା
எடுத்துக்காட்டு :
ଘରକୁ ବାୟୁଯୁକ୍ତ କରିବାପାଇଁ ସେ ପ୍ରତ୍ୟେକ କୋଠରୀରେ ଝରକା ଲଗାଇଛି
பிற மொழிகளில் மொழிபெயர்ப்பு :