பொருள் : ଧାତୁ ନିର୍ମିତ ନଳୀ ଯେଉଁଥିରେ ସହରର ଘରଘରକୁ ଗାଧୋଇବା, ଧୋଇବା, ପିଇବାଆଦିର ପାଣି ପହଞ୍ଚେ
எடுத்துக்காட்டு :
ଏପର୍ଯ୍ୟନ୍ତ ନଳରେ ପାଣି ଆସିନାହିଁ
பிற மொழிகளில் மொழிபெயர்ப்பு :
பொருள் : ଜଳବାହିକାର ଏହି ନାଳ ଯେଉଁଥିରେ କଳ ଲାଗିଥାଏ ଏବଂ ଯାହାର ବୋତାମ ଟିପିଲେ ବା ଘୂରାଇଲେ ପାଣି ବାହାରେ
எடுத்துக்காட்டு :
ନଳକୁ ଖୋଲା ରଖିବା ଅନୁଚିତ
பிற மொழிகளில் மொழிபெயர்ப்பு :
जलवाहिनी का वह सिरा जिसमें टोंटी लगी होती है और जिसका पेंच दबाने या घुमाने से पानी निकलता है।
नल को खुला नहीं छोड़ना चाहिए।பொருள் : ଜଣେ ଦାନବ
எடுத்துக்காட்டு :
ସିଂହିକାଙ୍କ ଗର୍ଭରୁ ନଳ ଜନ୍ମ ହୋଇଥିଲା
பிற மொழிகளில் மொழிபெயர்ப்பு :
பொருள் : ସମୁଦ୍ର ଉପରେ ସେତୁ ନିର୍ମାଣ କରିଥିବା ରାମଙ୍କ ସେନାର ଜଣେ ବାନର
எடுத்துக்காட்டு :
ନଳ ଜଣେ କୁଶଳୀ ଶିଳ୍ପୀ ଥିଲେ
பிற மொழிகளில் மொழிபெயர்ப்பு :
An imaginary being of myth or fable.
mythical beingபொருள் : ନିଷଧ ଦେଶର ରାଜା ବୀରସେନଙ୍କ ପୁତ୍ର
எடுத்துக்காட்டு :
ବିଦର୍ଭ ରାଜା ଭୀମସେନଙ୍କ କନ୍ୟା ଦମୟନ୍ତୀଙ୍କ ସହ ନଳଙ୍କ ବିବାହ ହୋଇଥିଲା
பிற மொழிகளில் மொழிபெயர்ப்பு :
பொருள் : ଯୁଦ୍ଧ ସମୟରେ ଘୋଡା ପିଠିରେ ରଖି ବଜାଯାଉଥିବା ପ୍ରାଚୀନ କାଳର ଗୋଟିଏ ପ୍ରକାରର ବାଜା
எடுத்துக்காட்டு :
କିଲ୍ଲାର ପ୍ରାଚୀରରେ ନଳର ଚିତ୍ର ରହିଛି
பிற மொழிகளில் மொழிபெயர்ப்பு :
प्राचीन काल का एक प्रकार का बाजा जिसे युद्ध के समय घोड़े की पीठ पर रखकर बजाया जाता था।
किले की दीवार पर नल का चित्र बना है।