உறுப்பினராவதற்கு
பக்க முகவரியை கிளிப்போர்டில் நகலெடுக்கவும்.
பொருள் : କୌଣସି ଜିନିଷକୁ ଚାରିଆଡ଼ୁ ଘେରିଥିବା କୌଣସି ରେଖା ବା କୌଣସି ଜିନିଷଆଦି
எடுத்துக்காட்டு : ସେ ଖେତର ଚାରିଆଡ଼େ ବାଡ଼ ବୁଜି ଦେଇଛି ଅବରୋଧ ଭାଙ୍ଗି ଚୋର ପରିସର ମଧ୍ୟକୁ ପଶି ଆସିଲା
ஒத்த சொற்கள் : ଅବରୋଧ, ଗେରଦ, ଘେର, ଘେରଉ, ଘେରା, ପାଚେରୀ, ହତା
பிற மொழிகளில் மொழிபெயர்ப்பு :हिन्दी English
किसी चीज़ को चारों ओर से घेरने वाली कोई चीज़।
A barrier that serves to enclose an area.
பொருள் : ନଦୀ ବା ଜଳାଶୟର ଜଳ ଅଟକାଇବାପାଇଁ ତାହାର ଧାରେଧାରେ ମାଟି କିମ୍ବା ପଥର ଆଦିର ରଚନା
எடுத்துக்காட்டு : ନଦୀରେ ବନ୍ଧ ପକାଇ ବିଜୁଳୀ ଶକ୍ତି ଉତ୍ପନ୍ନ କରାଯାଏ
ஒத்த சொற்கள் : ବନ୍ଧ, ସେତୁ
नदी या जलाशय का जल रोकने के लिए उसके किनारे बनी हुई मिट्टी, पत्थर आदि की रचना।
A barrier constructed to contain the flow of water or to keep out the sea.
நிறுவு