பொருள் : ପାଣି ବା କିଛି ତରଳ ପଦାର୍ଥରେ ଓଦାହେବାପାଇଁ କୌଣସି ବସ୍ତୁକୁ ସେଥିରେ ବୁଡ଼ାଇବା
எடுத்துக்காட்டு :
ସକାଳେ ଖାଇବାପାଇଁ ମାଆ ପ୍ରତିଦିନ ରାତିରେ ଚଣା ଭିଜାନ୍ତି
ஒத்த சொற்கள் : ଆର୍ଦ୍ର କରିବା, ପାଣିରେ ବୁଡ଼ାଇ ରଖିବା, ଭିଜେଇବା
பிற மொழிகளில் மொழிபெயர்ப்பு :
பொருள் : ପାଣି କିମ୍ବା କୌଣସି ତରଳ ପଦାର୍ଥର ସଂଯୋଗରେ ନରମ କରିବା
எடுத்துக்காட்டு :
କୁମ୍ଭାର ମାଠିଆ ତିଆରି କରିବାପାଇଁ ମାଟି ଭିଜାଉଛି
ஒத்த சொற்கள் : ଓଦା କରିବା
பிற மொழிகளில் மொழிபெயர்ப்பு :