பொருள் : ଏକା ପ୍ରକାରର ଏବଂ ଏକାସହିତ କାମରେ ଆସୁଥିବା ଦୁଇଟି ଜିନିଷ ଯାହାକୁ ଏକକ ରୂପେ ଗ୍ରହଣ କରାଯାଏ
எடுத்துக்காட்டு :
ମୋ ଝିଅର ବର୍ଷକୁ ପାଞ୍ଚ ଯୋଡ଼ା ଚପଲ ଦରକାର ହୁଏ
ஒத்த சொற்கள் : ହଳ
பிற மொழிகளில் மொழிபெயர்ப்பு :
பொருள் : ଜଣେ ଲୋକ ଥରକୁ ଏକାସାଥିରେ ପିନ୍ଧୁଥିବା ସବୁ ପୋଷାକ
எடுத்துக்காட்டு :
ସେ ବାକ୍ସରେ ରଖିଥିବା ପୋଷାକରୁ ଏକ ଯୋଡ଼ା ବାହାର କରି ପିନ୍ଧିଲେ
ஒத்த சொற்கள் : ହଳ
பிற மொழிகளில் மொழிபெயர்ப்பு :