பொருள் : ଯେଉଁଥିରେ କିଛି ମିଶି ନାହିଁ ବା ଏକଦମ୍ ଭଲ
எடுத்துக்காட்டு :
ଆଜିକାଲି ବଜାରରେ ଖାଣ୍ଟି ଜିନିଷ ମିଳିବା ମୁସ୍କିଲ୍
ஒத்த சொற்கள் : ଅବିମିଶ୍ରିତ, ଅମିଶ୍ରିତ, ଅସଲି, ଖାଣ୍ଟି, ବିଶୁଦ୍ଧ, ବଢ଼ିଆ
பிற மொழிகளில் மொழிபெயர்ப்பு :
Free of extraneous elements of any kind.
Pure air and water.பொருள் : ଯାହା ପରିଶୋଧିତ ବା ଯାହାକୁ ପରିଶୁଦ୍ଧ କରାଯାଇଛି
எடுத்துக்காட்டு :
ଏହା ଶୁଦ୍ଧ ସୁବର୍ଣ୍ଣର ବିସ୍କୁଟ
ஒத்த சொற்கள் : ଅମିଶା, ଅସଲି, ଖାଣ୍ଟି, ଖାଦହୀନ, ବିଶୁଦ୍ଧ, ଭଲ
பிற மொழிகளில் மொழிபெயர்ப்பு :
Free of extraneous elements of any kind.
Pure air and water.பொருள் : ଯେଉଁଥିରେ କୌଣସି ପ୍ରକାରର ମଳି ବା ଦୋଷ ନାହିଁ
எடுத்துக்காட்டு :
ନିର୍ମଳ ମନରେ ପ୍ରଭୁଙ୍କୁ ମନେପକାଅ
ஒத்த சொற்கள் : ଅନାବିଳ, ଅମ୍ଳାନ, ନିର୍ମଳ, ପବିତ୍ର, ବିମଳ, ବିଶୁଦ୍ଧ, ସଫା, ସଫାସୁତରା, ସୁତରା, ସ୍ୱଚ୍ଛ
பிற மொழிகளில் மொழிபெயர்ப்பு :
जिसमें किसी प्रकार का मल या दोष न हो।
वातावरण शुद्ध होना चाहिए।