உறுப்பினராவதற்கு
பக்க முகவரியை கிளிப்போர்டில் நகலெடுக்கவும்.
பொருள் : ଜଳରଖିବାପାଇଁ ମାଟି, ଧାତୁଆଦିର ଏକ ପାତ୍ର ଯାହାର ବେକ ଲମ୍ବା ଏବଂ ପତଳା
எடுத்துக்காட்டு : ଗରମରେ ବି ସୁରେଇର ପାଣି ଥଣ୍ଡା ରହିଥାଏ
ஒத்த சொற்கள் : ସୁରାଇ
பிற மொழிகளில் மொழிபெயர்ப்பு :हिन्दी
जल रखने का मिट्टी, धातु आदि का एक पात्र जिसकी गर्दन बड़ी और पतली होती है।
பொருள் : ମାଟିରେ ତିଆରି ଘଡ଼ି
எடுத்துக்காட்டு : ଏହି ମାଠିଆରେ ପିଇବା ନିମନ୍ତେ ସ୍ୱଚ୍ଛ ଜଳ ରଖାଯାଇଛି
ஒத்த சொற்கள் : ମାଠିଆ
मिट्टी का घड़ा।
பொருள் : ମାଟିରେ ତିଆରି ଏକ ପ୍ରକାର ମାଠିଆ
எடுத்துக்காட்டு : କୁମ୍ଭାର ଚକ ଉପରେ ସୁରେଇ ତିଆରି କରୁଛି
मिट्टी का बना एक प्रकार का घड़ा।
பொருள் : ପାଣି ରଖିବା ନିମନ୍ତେ ଏକ ପ୍ରକାର ମାଟି ପାତ୍ର
எடுத்துக்காட்டு : ଗରମ ଦିନରେ ବି ସୁରେଇର ପାଣି ଥଣ୍ଡା ରହେ
पानी रखने का एक प्रकार का मिट्टी का बरतन।
பொருள் : ପାଣି ରଖିବା ନିମନ୍ତେ ମାଟିରେ ପ୍ରସ୍ତୁତ ଏକ ଛୋଟ ପାତ୍ର
எடுத்துக்காட்டு : ଯାତ୍ରୀ ଜଣକ ସୁରେଇରୁ ପାଣି ବାହାରକରି ସହଯାତ୍ରୀଙ୍କୁ ଦେଲେ
पानी रखने का मिट्टी का एक छोटा बरतन।
நிறுவு