பொருள் : କୌଣସି ବସ୍ତୁର ବ୍ୟବହାରରେ ସୁଖ ବା ମଜା ନେବାର କ୍ରିୟା
எடுத்துக்காட்டு :
ଏହି କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ କାର୍ଯ୍ୟାଳୟର ବସ୍ତୁଗୁଡ଼ିକର ଖୁବ୍ ଉପଭୋଗ କରୁଛନ୍ତି
பிற மொழிகளில் மொழிபெயர்ப்பு :
பொருள் : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
எடுத்துக்காட்டு :
ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
ஒத்த சொற்கள் : ଉପଭୋଗ, ଖାଇବା, ଗ୍ରହଣ କରିବା, ଭୋଜନ
பிற மொழிகளில் மொழிபெயர்ப்பு :
The act of using.
He warned against the use of narcotic drugs.