பொருள் : ଭାତ, ରୁଟିଆଦି ସହିତ ଖିଆଯାଉଥିବା ପଦାର୍ଥ
							எடுத்துக்காட்டு : 
							ପର୍ବପର୍ବାଣୀରେ ଭିନ୍ନ ଭିନ୍ନ ପ୍ରକାର ବ୍ୟଞ୍ଜନ ତିଆରି ହୁଏ
							
பிற மொழிகளில் மொழிபெயர்ப்பு :
चावल, रोटी आदि के साथ खाये जाने वाले पदार्थ।
त्योहारों में तरह-तरह के व्यंजन बनाए जाते हैं।பொருள் : ଖାଇବା କିମ୍ବା ପିଇବା କାମରେ ବ୍ୟବହୃତ ବସ୍ତୁ ଯେଉଁଥିରୁ ଶରୀରକୁ ଶକ୍ତି ମିଳେ ଏବଂ ଶାରୀରିକ ବିକାଶ ଘଟେ
							எடுத்துக்காட்டு : 
							ଗାଁ ଅପେକ୍ଷା ସହରରେ ଖାଦ୍ୟବସ୍ତୁର ମୂଲ୍ୟ ଖୁବ୍ ବେଶି
							
ஒத்த சொற்கள் : ଅନ୍ନ, ଅର୍କ, ଆହାର ପଦାର୍ଥ, ଖାଦ୍ୟ, ଖାଦ୍ୟପଦାର୍ଥ, ଖାଦ୍ୟବସ୍ତୁ, ଭୋଜ୍ୟ ପଦାର୍ଥ
பிற மொழிகளில் மொழிபெயர்ப்பு :
खाने (या पीने) के काम आने वाली वस्तु जिससे शरीर को ऊर्जा मिले और शारीरिक विकास हो।
गाँव की अपेक्षा शहरों में खाद्य वस्तुएँ बहुत महँगी हैं।பொருள் : ଖାଦ୍ୟ ଖାଇବା କ୍ରିୟା
							எடுத்துக்காட்டு : 
							ଭୋଜନ ପରେ ସେ ବିଶ୍ରାମ କରିବାକୁ ଗଲେ
							
ஒத்த சொற்கள் : ଅନ୍ନ ଗ୍ରହଣ, ଖାଦ୍ୟଗ୍ରହଣ, ଭୋଜନ
பிற மொழிகளில் மொழிபெயர்ப்பு :
பொருள் : ମାଂସାହାରୀ ଜୀବଜନ୍ତୁମାନଙ୍କ ଦ୍ବାରା ଭକ୍ଷଣ କରା ଯାଉଥିବା କୀଟ,ପଶୁ,ପକ୍ଷୀ ଆଦି
							எடுத்துக்காட்டு : 
							ଝିଟିପିଟି ନିଜ ଶିକାରକୁ ନିଜ ଜିଭରେ ଝାମ୍ପି ନେଲା
							
ஒத்த சொற்கள் : ଭକ୍ଷ ପଦାର୍ଥ, ଭୋଜନ, ଶିକାର
பிற மொழிகளில் மொழிபெயர்ப்பு :
मांसाहारी जीव-जन्तुओं द्वारा भक्षण किया जाने वाले कीट, पशु, पक्षी आदि।
छिपकली ने शिकार को अपनी जीभ से लपक लिया।The usual food and drink consumed by an organism (person or animal).
diet