பொருள் : ଖଣିଜ ତୈଳକୁ ପରିଶୋଧନ କରିବାପରେ ମିଳୁଥିବା ଯେଉଁ ତୈଳକୁ ଗାଡ଼ି ଆଦିରେ ଇନ୍ଧନ ରୂପେ ବ୍ୟବହାର କରାଯାଏ
							எடுத்துக்காட்டு : 
							ଖଣିଜ ତୈଳକୁ ପରିଶୋଧନ କରିବାପରେ ପ୍ରଥମେ ଡିଜେଲ ଓ ପରେ ପେଟ୍ରୋଲ ମିଳେ
							
ஒத்த சொற்கள் : ପେଟ୍ରୋଲ
பிற மொழிகளில் மொழிபெயர்ப்பு :
பொருள் : ହାଇଡ଼୍ରୋକାର୍ବନର ଏକ ମିଶ୍ରଣ ଯାହା ବାଷ୍ପଶୀଳ ଓ ଜ୍ୱଳନଶୀଳ
							எடுத்துக்காட்டு : 
							ଗ୍ୟାସ୍କୁ ପରିଷ୍କୃତ କରି ପେଟ୍ରୋଲ, ଡିଜେଲଆଦି ତିଆରି କରାଯାଏ
							
ஒத்த சொற்கள் : ଗ୍ୟାସ୍
பிற மொழிகளில் மொழிபெயர்ப்பு :