பொருள் : କାଠ ବା ଧାତୁଆଦିର ଖଣ୍ଡ ଯାହା ଉପରେ କୌଣସି ରୂପ ବା ଚିତ୍ର ଖୋଳାହୋଇଛି ଏବଂ ଏହାକୁ କୌଣସି ଅନ୍ୟ ବସ୍ତୁଉପରେ ରଖି ଚାପିଦେଲେ ସେଥିରେ ଖୋଳା ଆକୃତି ଚପିଯାଏ ବା ତିଆରି ହୋଇଯାଏ
							எடுத்துக்காட்டு : 
							ଶ୍ରମିକ ଲୁଗାଉପରେ ଛାଞ୍ଚ ସାହାଯ୍ୟରେ ପ୍ରକାର ପ୍ରକାରର ଛାପ ତିଆରି କରୁଛି
							
ஒத்த சொற்கள் : ଛାଞ୍ଚ, ଛାପା, ଫରମା
பிற மொழிகளில் மொழிபெயர்ப்பு :
A block or die used to imprint a mark or design.
stamp