பொருள் : ସଂକ୍ଷିପ୍ତ ରୂପରେ କୁହାଗଲେବି ଯାହାର ବହୁତ ଗୁଢ଼ ଅର୍ଥ ଥାଏ
							எடுத்துக்காட்டு : 
							ଗୁରୁଜୀଙ୍କଠାରୁ ମୋତେ ବଞ୍ଚିବାର ସୂତ୍ର ମିଳିଲା
							
ஒத்த சொற்கள் : ଉପାୟ
பிற மொழிகளில் மொழிபெயர்ப்பு :
थोड़े शब्दों में कहा हुआ वह पद या वचन जिसमें बहुत और गूढ़ अर्थ हों।
गुरुजी से मुझे जीवन जीने का सूत्र मिल गया।பொருள் : ଯେଉଁ ସାଙ୍କେତିକ ପଦ ବା ଶବ୍ଦଦ୍ୱାରା କୌଣସି କାର୍ଯ୍ୟ କରିବାର ମୂଳ ସିଦ୍ଧାନ୍ତ, ପ୍ରକ୍ରିୟାଆଦି ସଂକ୍ଷିପ୍ତ ରୂପେ ନିହିତ ଥାଏ
							எடுத்துக்காட்டு : 
							ଶକ୍ତି ସଂପର୍କରେ ଆଇଷ୍ଟାଇନଙ୍କ ପ୍ରଦତ୍ତ ସୂତ୍ର ଉଲ୍ଲେଖ କର
							
பிற மொழிகளில் மொழிபெயர்ப்பு :
वह सांकेतिक पद या शब्द जिसमें कोई वस्तु बनाने या कार्य करने के मूल सिद्धांत, प्रक्रिया आदि का संक्षिप्त विधान निहित हो।
ऊर्जा के लिए दिया गया आइंस्टीन का सूत्र बताइए।பொருள் : ଯାହାଦ୍ୱାରା କିଛି ସୂଚନା ମିଳେ
							எடுத்துக்காட்டு : 
							ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ଯେ କିଛି ପାକିସ୍ଥାନୀ ଗୁପ୍ତଚର ଏହି ସହରରେ ଅଛନ୍ତି
							
பிற மொழிகளில் மொழிபெயர்ப்பு :
A document (or organization) from which information is obtained.
The reporter had two sources for the story.பொருள் : କୌଣସି କାର୍ଯ୍ୟ ବା ଯୋଜନା ସମ୍ବନ୍ଧିତ ଅନେକ ବିଷୟରୁ କିଛି ଯାହା ସେହି କାର୍ଯ୍ୟ ବା ଯୋଜନା ସଫଳ ହେବାପାଇଁ ଚିନ୍ତା କରାଯାଇଥାଏ
							எடுத்துக்காட்டு : 
							ଏହି ଯୋଜନାର ଚାରିଟି ସୂତ୍ର ମଧ୍ୟରୁ ଦୁଇଟି ଅତି ଉପଯୋଗୀ ଏବଂ ଆବଶ୍ୟକ
							
பிற மொழிகளில் மொழிபெயர்ப்பு :
किसी कार्य या योजना के संबंध में उन अनेकों बातों में से कोई, जो उस कार्य या योजना की सिद्धि के लिए सोची जाए।
इस योजना के चार सूत्रों में से दो बहुत ही उपयोगी और आवश्यक हैं।பொருள் : ଯେଉଁ ସମ୍ବନ୍ଧ କାହାରି ପାଇଁ ନିଅଁ ବା ଆଧାର ସଦୃଶ ବା କାହାରିକୁ ନିବିଡ଼ କରାଏ
							எடுத்துக்காட்டு : 
							ସେମାନେ ଏକ ବନ୍ଧୁତା ସୂତ୍ରରେ ଆବଦ୍ଧ
							
ஒத்த சொற்கள் : ଆଧାର
பிற மொழிகளில் மொழிபெயர்ப்பு :
वह संबंध जो किसी के लिए नींव या आधार दे या मुहैया कराए।
वे एक मित्रवत आधार पर हैं।பொருள் : ତୁଳା, ରେଶମଆଦିର ସେହି ଲମ୍ବା ରୂପ ଯାହା ବୁଣିବାପାଇଁ ତିଆରି ହୋଇଥାଏ
							எடுத்துக்காட்டு : 
							ଏହି ଶାଢ଼ୀ ରେଶମୀ ସୂତାରେ ତିଆରି ହୋଇଛି
							
பிற மொழிகளில் மொழிபெயர்ப்பு :