பொருள் : ଦେଖିବାପାଇଁ ବା ପାଇବାପାଇଁ କୌଣସି ବସ୍ତୁର ଅନ୍ୱେଷଣ କରି ତାହା କେମିତି ଓ କେଉଁଠି ଅଛି ତାକୁ ଜାଣିବା
எடுத்துக்காட்டு :
କଲମ୍ବସ୍ ଆମେରିକା ଆବିଷ୍କାର କରିଥିଲେ
ஒத்த சொற்கள் : ଆବିଷ୍କାର
பிற மொழிகளில் மொழிபெயர்ப்பு :
பொருள் : କୌଣସି ବିଷୟ ସମ୍ବନ୍ଧୀୟ ତଥ୍ୟ ବାବଦରେ ପରୀକ୍ଷଣ କରିବାର କାମ
எடுத்துக்காட்டு :
ତହସିଲଦାର ଗାଁକୁ ତଦନ୍ତ କରିବାପାଇଁ ଆସୁଛନ୍ତି ଗଭୀର ଅନୁସଂଧାନ ପରେ ଆମେ ଏହି ନିଷ୍ପତ୍ତିରେ ପହଞ୍ଚିଛୁ
ஒத்த சொற்கள் : ଅନୁସଂଧାନ, ତଥ୍ୟାନ୍ୱେଷଣ, ତଦନ୍ତ
பிற மொழிகளில் மொழிபெயர்ப்பு :
किसी विषय से संबंधित तथ्यों के बारे में छानबीन करने का काम।
तहसीलदार गाँवों की जाँच-पड़ताल करने आ रहे हैं।