பொருள் : ସେହି ବିଚାର ଯାହା ପୂରଣ କରିବାପାଇଁ କୌଣସି କାମ କରାଯାଏ
எடுத்துக்காட்டு :
ଏହି କାମ କରିବା ପଛରେ ଆପଣଙ୍କର କି ଉଦ୍ଦେଶ୍ୟ ଅଛି? ନିଜ ଉଦ୍ଦେଶ୍ୟ ପୂରଣ କ୍ଷେତ୍ରରେ ଆପଣଙ୍କର ସମୟ ନଷ୍ଟକରିବା ଉଚିତ୍ ନୁହେଁ
ஒத்த சொற்கள் : ଆବଶ୍ୟକତା, ଉଦ୍ଦେଶ୍ୟ, ପ୍ରୟୋଜନ, ମତଲବ୍, ଲକ୍ଷ
பிற மொழிகளில் மொழிபெயர்ப்பு :
वह विचार जिसे पूरा करने के लिए कोई काम किया जाए।
इस काम को करने के पीछे आपका क्या उद्देश्य है?பொருள் : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ
எடுத்துக்காட்டு :
ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ
ஒத்த சொற்கள் : ଅର୍ଥ, ତାତ୍ପର୍ଯ୍ୟ, ଭାବ, ମାନେ
பிற மொழிகளில் மொழிபெயர்ப்பு :