பொருள் : ପୃଥିବୀସ୍ଥ ଜଳରୁ ବାହାରୁଥିବା ବାଷ୍ପ ଯାହା ଘନୀଭୂତ ହୋଇ ଆକାଶରେ ଆଚ୍ଛାଦିତ ହୋଇଯାଏ ଏବଂ ଯେଉଁଥିରୁ ପାଣି ବରଷେ
எடுத்துக்காட்டு :
ଆକାଶରେ କଳାକଳା ବାଦଲ ଛାଇ ଯାଇଛି
ஒத்த சொற்கள் : ଅମ୍ବୋଦର, ଜଳଦ, ଜଳଧର, ପୟୋଧର, ବାଦଲ, ମେଘ
பிற மொழிகளில் மொழிபெயர்ப்பு :
पृथ्वी पर के जल से निकली हुई वह भाप जो घनी होकर आकाश में फैल जाती है और जिससे पानी बरसता है।
आकाश में काले-काले बादल छाये हुए हैं।A visible mass of water or ice particles suspended at a considerable altitude.
cloudபொருள் : ଖୋଲା ଜାଗାରେ ଉପରଆଡ଼କୁ ଦେଖାଯାଉଥିବା ଖାଲି ସ୍ଥାନ
எடுத்துக்காட்டு :
ଆକାଶରେ କଳା ବାଦଲ ଘେରି ରହିଛି ଚାନ୍ଦିନୀ ରାତିରେ ଆକାଶର ଶୋଭା ଦେଖିବାଯୋଗ୍ୟ
ஒத்த சொற்கள் : ଆକାଶ, ଖଗୋଳ, ଗଗନ, ଦ୍ୟୋ, ନଭ, ବ୍ୟୋମ, ମହାଶୂନ୍ୟ, ଶୂନ୍ୟ
பிற மொழிகளில் மொழிபெயர்ப்பு :
खुले स्थान में ऊपर की ओर दिखाई देने वाला खाली स्थान।
आकाश में काले बादल छाये हुए हैं।The atmosphere and outer space as viewed from the earth.
sky