பொருள் : ଯେଉଁ କଥା ବା କାର୍ଯ୍ୟରେ କାହାରି ମାନ ବା ପ୍ରତିଷ୍ଠା ଉଣା ହୁଏ
எடுத்துக்காட்டு :
ଆମେ କାହାରି ଅପମାନ କରିବା ଉଚିତ୍ ନୁହେଁ ଶ୍ୱଶୁରାଳୟରେ ତାଙ୍କର ବଡ଼ ଅସମ୍ମାନ ହେଲା
ஒத்த சொற்கள் : ଅନାଦାର, ଅବଜ୍ଞା, ଅମର୍ଯ୍ୟାଦା, ଅମାନ୍ୟ, ବେଖାତିର, ମର୍ଯ୍ୟାଦାହାନି
பிற மொழிகளில் மொழிபெயர்ப்பு :
वह बात या कार्य जिससे किसी का मान या प्रतिष्ठा कम हो।
हमें किसी का अपमान नहीं करना चाहिए।