பொருள் : ମନର ଅପ୍ରିୟ ବା କଷ୍ଟ ହେଲାଭଳି ଅବସ୍ଥା ବା କଥା ଯେଉଁଥିରୁ ମୁକ୍ତି ପାଇବା ପାଇଁ ସ୍ୱାଭାବିକ ପ୍ରବୃତ୍ତି ସୃଷ୍ଟି ହୋଇଥାଏ
எடுத்துக்காட்டு :
ଦୁଃଖ ବେଳେ ଭଗବାନ ମନେ ପଡନ୍ତି ତାଙ୍କ ଦୁର୍ଦଶା ଦେଖି ମନରେ ବଡ଼ କଷ୍ଟ ହେଉଛି
ஒத்த சொற்கள் : କଷ୍ଟ, କ୍ଳେଶ, ଦୁଃଖ, ଦୁର୍ଦଶା, ଶୋକ
பிற மொழிகளில் மொழிபெயர்ப்பு :
मन की वह अप्रिय और कष्ट देने वाली अवस्था या बात जिससे छुटकारा पाने की स्वाभाविक प्रवृत्ति होती है।
दुख में ही प्रभु की याद आती है।