பொருள் : କୌଣସି ନୂଆ ବସ୍ତୁ ତିଆରି କରିବା ବା ନୂଆ କଥା ଖୋଜି ବାହାରକରିବା
எடுத்துக்காட்டு :
ଟାଟା କାରର ଚାରିଟା ନୂଆ ମଡ଼େଲ ବାହାରିଛି
ஒத்த சொற்கள் : ବାହାର କରିବା
பிற மொழிகளில் மொழிபெயர்ப்பு :
कोई नई वस्तु तैयार होना या नई बात का पता चलना।
टाटा से कार के चार नए मॉडल निकले हैं।Make something new, such as a product or a mental or artistic creation.
Her company developed a new kind of building material that withstands all kinds of weather.பொருள் : ଏଭଳି କୌଣସି ବସ୍ତୁ ତିଆରି କରିବା କିମ୍ବା ନୂଆ କଥା ବାହାର କରିବା ଯାହା କେହି ପ୍ରଥମେ ଜାଣି ନଥାନ୍ତି
எடுத்துக்காட்டு :
ଏଡିସନ୍ ବିଜୁଳୀ ଆବିଷ୍କାର କରିଥିଲେ
ஒத்த சொற்கள் : ଉଦ୍ଭାବନ କରିବା, ଖୋଜି ବାହାର କରିବା, ବାହାର କରିବା
பிற மொழிகளில் மொழிபெயர்ப்பு :
कोई ऐसी नयी वस्तु तैयार करना या नई बात ढूँढ़ निकालना जो पहले किसी को मालूम न रही हो।
एडीसन ने बिजली का आविष्कार किया।