பொருள் : ବାହର ତତ୍ତ୍ୱ, କୀଟାଣୁଆଦିର କୌଣସି ସ୍ଥାନରେ ହୋଇଥିବା ଜମାଟ
எடுத்துக்காட்டு :
ବର୍ଷା ଦିନରେ ସ୍ଥାନେ ସ୍ଥାନେ ଏକତ୍ରିତ ଜଳ କାରଣରୁ ରୋଗ ଜୀବାଣୁ, ମଶାଆଦିର ହେଉଥିବା ଉପନିବେଶ, ବେମାରୀର କାରଣ ହୋଇଥାଏ
ஒத்த சொற்கள் : କଲୋନୀ
பிற மொழிகளில் மொழிபெயர்ப்பு :
(microbiology) a group of organisms grown from a single parent cell.
colonyபொருள் : ଏକ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଯାଇ ବସବାସ କରିବା କ୍ରିୟା
எடுத்துக்காட்டு :
ଇଂଗ୍ରେଜମାନଙ୍କ ଭାରତରେ ଉପନିବେଶ ଏହି ସମୟରେ ହୋଇଥିଲା ଯେତେବେଳେ ଭାରତ ଛୋଟ-ଛୋଟ ରାଜ୍ୟରେ ବିଭକ୍ତ ଥିଲା
பிற மொழிகளில் மொழிபெயர்ப்பு :
एक स्थान से दूसरे स्थान पर जाकर बसने की क्रिया।
अंग्रेजों का भारत में उपनिवेश उस समय हुआ जब भारत छोटे-छोटे राज्यों में विभक्त था।The movement of persons from one country or locality to another.
migrationபொருள் : ନିଜ ଘରଠାରୁ ଦୂରକୁ ଯାଇ ବସବାସ କରୁଥିବା ଲୋକସମୂହ ଯେଉଁମାନେ ସ୍ୱଦେଶ ସହ ସଂପର୍କ ଜାରି ରଖିଥାନ୍ତି
எடுத்துக்காட்டு :
ଉପନିବେଶଙ୍କ ପାଖରେ ନିଜ ଦେଶର ରାଷ୍ଟ୍ରୀୟତା ରହିଥାଏ
பிற மொழிகளில் மொழிபெயர்ப்பு :
பொருள் : ରାଜନୈତିକ ରୂପରେ ଗୋଟିଏ ଦୂର ଦେଶଦ୍ୱାରା ନିୟନ୍ତ୍ରିତ ହେଉଥିବା ଏକ ଭୌଗଳିକ କ୍ଷେତ୍ର
எடுத்துக்காட்டு :
ଏହି ଉପନିବେଶ ଆମେରିକାଦ୍ୱାରା ନିୟନ୍ତ୍ରିତ
பிற மொழிகளில் மொழிபெயர்ப்பு :
பொருள் : ଅନ୍ୟ ସ୍ଥାନରୁ ଆସିଥିବା ଲୋକଙ୍କ ବସ୍ତି
எடுத்துக்காட்டு :
ପ୍ରଥମେ ପ୍ରଥମେ ଇଂରେଜମାନେ ଭାରତରେ ଅନେକ ଜାଗାରେ ନିଜର ଉପନିବେଶ ସ୍ଥାପନ କରିଥିଲେ
ஒத்த சொற்கள் : କଲୋନି
பிற மொழிகளில் மொழிபெயர்ப்பு :