பொருள் : ଦଲାଣ ବା ବାରଣ୍ଡା କାନ୍ଥରେ ଦିଆଯାଇଥିବା ଅର୍ଦ୍ଧଗୋଲାକାର ଖମ୍ବ
எடுத்துக்காட்டு :
ବୋହୂ ଖମ୍ବକୁ ଆଉଜି ସ୍ବେଟର ବୁଣୁ ଥିଲା
பிற மொழிகளில் மொழிபெயர்ப்பு :
பொருள் : ପଥର, କାଠଆଦିରେ ବନାଯାଇଥିବା ଗୋଲିଆ ବା ଚାରିକୋଣିଆ ଉଚ୍ଚା ଖଣ୍ଡ ବା ଏହି ଆକାରର କୌଣସି ସଂରଚନା
எடுத்துக்காட்டு :
ଖମ୍ବରୁ ଭଗବାନ ନରସିଂହ ପ୍ରକଟ ହୋଇଥିଲେ
பிற மொழிகளில் மொழிபெயர்ப்பு :