பொருள் : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
எடுத்துக்காட்டு :
ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
ஒத்த சொற்கள் : ଉପଭୋଗ, ଖାଇବା, ଭୋଜନ, ସେବନ
பிற மொழிகளில் மொழிபெயர்ப்பு :
The act of using.
He warned against the use of narcotic drugs.பொருள் : କାହାପାଖରୁ ବା କେଉଁଠାରୁ କୌଣସି ବସ୍ତୁ ନିଜ ହାତକୁ ନେବା ବା ଅଧିକାର କରିବା
எடுத்துக்காட்டு :
ସେ ଅଧ୍ୟକ୍ଷକଙ୍କ ହାତରୁ ପୁରସ୍କାର ନେଲା
ஒத்த சொற்கள் : ନେବା, ପାଇବା, ପ୍ରାପ୍ତ କରିବା
பிற மொழிகளில் மொழிபெயர்ப்பு :
किसी से या कहीं से कोई वस्तु आदि अपने हाथ में लेना।
उसने अध्यक्ष के हाथों पुरस्कार लिया।பொருள் : ପରୀକ୍ଷା ବା ପ୍ରମାଣପାଇଁ ସ୍ୱୀକାର କରିବା
எடுத்துக்காட்டு :
ନ୍ୟାୟାଳୟ ଆପଣଙ୍କ ମିଥ୍ୟା ତର୍କକୁ ସ୍ୱୀକାର କରିବନାହିଁ
ஒத்த சொற்கள் : ମାନିନେବା, ସ୍ୱୀକାର କରିବା
பிற மொழிகளில் மொழிபெயர்ப்பு :
* परीक्षण या प्रमाण के लिए स्वीकार करना।
न्यायालय आपके झूठे तर्कों को नहीं स्वीकारेगा।பொருள் : କଳ୍ପନା କରିବା
எடுத்துக்காட்டு :
ଆମେ ପ୍ରଶ୍ନର ଉତ୍ତର କରିବା ପାଇଁ ଅଜଣା ଅଙ୍କ ସ୍ଥାନରେ କ ଏବଂ ଖ କୁ କଳ୍ପନା କରିଛୁ
ஒத்த சொற்கள் : କଳ୍ପନା କରିବା, ଭାବିବା, ମାନିବା
பிற மொழிகளில் மொழிபெயர்ப்பு :
कल्पना करना।
हमने सवाल हल करने के लिए क और ख को अनभिज्ञ अंकों के स्थान पर माना है।Form a mental image of something that is not present or that is not the case.
Can you conceive of him as the president?.பொருள் : "ଆମେ ତୋଫାନରୁ ରକ୍ଷା ପାଇବାପାଇଁ ଆଶ୍ରୟ ନେଲୁ"
எடுத்துக்காட்டு :
ଆମେ ତୋଫାନରୁ ରକ୍ଷାପାଇବାପାଇଁ ଆଶ୍ରୟ ନେଲୁ
ஒத்த சொற்கள் : ଧାରଣ କରିବା, ନେବା, ଯାପନ କରିବା
பிற மொழிகளில் மொழிபெயர்ப்பு :
பொருள் : କୌଣସି ପଦ ଆଦି ପୂରଣ କରିବା ବା ଭୂମିକା ଆଦି ନେବା
எடுத்துக்காட்டு :
ପାରସ୍ପରିକ ବିଚାର ବିମର୍ଷ ପରେ ସୁରେଶ ଅଧ୍ୟକ୍ଷ ପଦ ଗ୍ରହଣ କଲା
ஒத்த சொற்கள் : ନେବା, ସ୍ୱୀକାର କରିବା
பிற மொழிகளில் மொழிபெயர்ப்பு :
* किसी पद, भूमिका आदि को स्वीकार लेना।
आपसी विचार-विमर्श के बाद सुरेश ने अध्यक्ष के पद को अपनाया।