பொருள் : ଗାଡ଼ି ବା କଳଆଦିରେ ଲଗାଯାଉଥିବା ଯେଉଁ ଚକ ଘୁରିଲେ ଗାଡ଼ି ବା କଳ ଚାଲେ
எடுத்துக்காட்டு :
ଏହି ଗାଡ଼ିର ଆଗ ଚକଟି ଖରାପ ହୋଇଯାଇଛି
ஒத்த சொற்கள் : ଚକା
பிற மொழிகளில் மொழிபெயர்ப்பு :
A simple machine consisting of a circular frame with spokes (or a solid disc) that can rotate on a shaft or axle (as in vehicles or other machines).
wheelபொருள் : ଯେଉଁ କୀଳକ ଉପରେ ଘୁରୁଥିବା ଚକ୍ର ଉପରେ କୁମ୍ଭାର ହାଣ୍ଡିମାଠିଆ ତିଆରି କରେ
எடுத்துக்காட்டு :
କୁମ୍ଭାର ହାଣ୍ଡିମାଠିଆ ତିଆରି କରିବାପାଇଁ କୁମ୍ଭାରଚକକୁ ଘୁରାଇଲା
ஒத்த சொற்கள் : କୁମ୍ଭାର ଚକ
பிற மொழிகளில் மொழிபெயர்ப்பு :
कील पर घूमने वाला वह चक्र जिस पर कुम्हार बर्तन बनाते हैं।
कुम्हार ने बर्तन बनाने के लिए चाक को घुमाया।A horizontal rotating wheel holding the clay being shaped by a potter.
The potter's wheel was invented in Asia Minor around 6500 BC.பொருள் : ଏକ କୀଳକକୁ ଆଧାର କରି ଘୁରୁଥିବା ଗୋଲାକାର ବସ୍ତୁ
எடுத்துக்காட்டு :
ଚକ୍ରଟି ତା ଆଧାରରୁ ବାହାରି ଦୂରରେ ପଡ଼ିଲା
ஒத்த சொற்கள் : ଚକ୍ର
பிற மொழிகளில் மொழிபெயர்ப்பு :
A conical child's plaything tapering to a steel point on which it can be made to spin.
He got a bright red top and string for his birthday.பொருள் : ଫସଲ ଉତ୍ପନ୍ନ କରିବା ନିମନ୍ତେ ହିଡ଼ଦ୍ୱାରା ଘେରା ହୋଇଥିବା ବୁଣା ଜାଗା ବା ଚାଷ ଜମି
எடுத்துக்காட்டு :
ଏହି ଖେତରେ ପ୍ରଚୁର ଫଳେ
பிற மொழிகளில் மொழிபெயர்ப்பு :
பொருள் : ଗାଡିର ଚକ ଭଳି ଦିଶୁଥିବା ଯେଉଁ ଗୋଲାକାର ଜିନିଷଟି ପ୍ରାୟ ଘୁରୁଥାଏ କିମ୍ବା ଯାହାକୁ ଘୁରାଇବାପାଇଁ ତିଆରି କରାଯାଇଅଛି ବା ଯାହା ଦେଖିବାକୁ ଗାଡି ଚକ ପରି
எடுத்துக்காட்டு :
କୁମ୍ଭାର ଚକ ଏକ ପ୍ରକାରର ଚକ୍ର
ஒத்த சொற்கள் : ଚକ୍ର
பிற மொழிகளில் மொழிபெயர்ப்பு :
A simple machine consisting of a circular frame with spokes (or a solid disc) that can rotate on a shaft or axle (as in vehicles or other machines).
wheelபொருள் : କାଠ,ଲୁହା ଆଦିର ଗୋଲାକାର ଛାଞ୍ଚ ଯାହା ଛଡଖଣ୍ଡ ଆଦିଦ୍ବାରା ଚକ୍ରର କେନ୍ଦ୍ର ଠାରେ ବନ୍ଧା ହୋଇଥାଏ ଏବଂ କୌଣସି ଅକ୍ଷ ବା ଅଖକୁ କେନ୍ଦ୍ର କରି ତାହାର ଚାରି ପଟେ ଘୁରେ ତଥା ଯାନ,ରଥ ଆଦିକୁ ଆଗକୁ ଠେଲି ନିଏ
எடுத்துக்காட்டு :
ପିଲାମାନେ ଚକରେ ଝୁଲୁଛନ୍ତି
பிற மொழிகளில் மொழிபெயர்ப்பு :
लकड़ी, लोहे आदि का गोलाकार ढाँचा जो छड़ों तीलियों आदि द्वारा चक्र के केंद्र पर कसा रहता है और किसी अक्ष या धुरे को केन्द्र बनाकर उसके चारों ओर घूमता तथा यान, रथ आदि को आगे खींचता चलता है।
बच्चे चक्कर में झुल रहे हैं।A simple machine consisting of a circular frame with spokes (or a solid disc) that can rotate on a shaft or axle (as in vehicles or other machines).
wheel