பொருள் : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି
எடுத்துக்காட்டு :
ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
ஒத்த சொற்கள் : ନିର୍ଦ୍ଦେଶ
பிற மொழிகளில் மொழிபெயர்ப்பு :
பொருள் : କାହାଠାରୁ ନିଜର ପ୍ରାପ୍ୟଧନ ପାଇବା ବା ଆବଶ୍ୟକ କାର୍ଯ୍ୟ କରିବାପାଇଁ ପୁଣିଥରେ କହିବା ବା ମନେପକାଇଦେବା କ୍ରିୟା
எடுத்துக்காட்டு :
କେତେଥର ତାଗିଦା କରିବା ସତ୍ତ୍ୱେ ବି ସେ ମୋ ପଇସା ଦେଇନାହିଁ
பிற மொழிகளில் மொழிபெயர்ப்பு :