உறுப்பினராவதற்கு
பக்க முகவரியை கிளிப்போர்டில் நகலெடுக்கவும்.
பொருள் : ଅବହେଳା କିମ୍ବା ଭୁଲ୍ ବିଚାର କାରଣରୁ ହେଉଥିବା କାମ
எடுத்துக்காட்டு : ତୁମକୁ ଏହି ଭୁଲ୍ର ଦଣ୍ଡ ନିଶ୍ଚୟ ମିଳିବ ରମା ପିତାଙ୍କଠାରେ ନିଜ ଭୁଲ୍ପାଇଁ କ୍ଷମା ମାଗିଲା
ஒத்த சொற்கள் : ଅପରାଧ, ଅଶୁଦ୍ଧି, ଭୁଲ୍
பிற மொழிகளில் மொழிபெயர்ப்பு :हिन्दी English
वह कार्य जो लापरवाही या ग़लत विचार के कारण होता है।
A wrong action attributable to bad judgment or ignorance or inattention.
பொருள் : ଅସାବଧାନତା କାରଣରୁ କାର୍ଯ୍ୟର କୌଣସି ଏକ ଅଂଶ ଉପରେ ଧ୍ୟାନ ନଦେବା ବା ତାକୁ ସଂପୂର୍ଣ୍ଣ ନ କରିବା କ୍ରିୟା
எடுத்துக்காட்டு : ଯଦି ଆପଣ ମୁଣ୍ଡ ସ୍ଥିର ରଖିବେ ତା ହେଲେ କାମରେ ଅବହେଳା ହେଇନଥାନ୍ତା
ஒத்த சொற்கள் : ଅବହେଳା, ଗଫଳତି
असावधानता के कारण कार्य के किसी अंग पर ध्यान न जाने या उसके रह जाने की क्रिया।
A mistake resulting from neglect.
நிறுவு