பொருள் : ରକ୍ତବିକାର କାରଣରୁ ଶରୀରରେ ଦିଶୁଥିବା ଗୋଲ ଦାଗ ବା ଫୁଲା
எடுத்துக்காட்டு :
ମଶା କମୁଡ଼ିବାଯୋଗୁଁ ତା ଦେହରେ ଠାଏଠାଏ ଚିହ୍ନ ହୋଇଛି
ஒத்த சொற்கள் : ଚିହ୍ନ
பிற மொழிகளில் மொழிபெயர்ப்பு :
பொருள் : କୌଣସି ସ୍ଥାନରେ ଲାଗିଥିବା ବା ପଡ଼ିଥିବା ଚିହ୍ନ
எடுத்துக்காட்டு :
ଅନେକଥର ଧୋଇଲା ପରେ ବି ଏହି ଲୁଗାରେ ଲାଗିଥିବା ଦାଗ ଛାଡ଼ିଲା ନାହିଁ
பிற மொழிகளில் மொழிபெயர்ப்பு :
பொருள் : ଗରମ ଧାତୁଆଦିରେ ଚେଙ୍କିବାଦ୍ୱାରା ସୃଷ୍ଟି ହେଉଥିବା ଚିହ୍ନ
எடுத்துக்காட்டு :
ଘୋଡ଼ା ପିଠିର ଚେଙ୍କଦାଗ ସ୍ପଷ୍ଟ ଦିଶୁଛି
ஒத்த சொற்கள் : ଚେଙ୍କଚିହ୍ନ, ଚେଙ୍କଦାଗ
பிற மொழிகளில் மொழிபெயர்ப்பு :
பொருள் : କପଡ଼ା,କାଗଜ ଆଦିରେ ଭାଙ୍ଗ ପକାଇବା
எடுத்துக்காட்டு :
ଦରଜି ଫ୍ରକରେ ଘେର ତିଆରି କରିବାପାଇଁ କପଡାରେ ଦାଗ ପକାଉଛି
பிற மொழிகளில் மொழிபெயர்ப்பு :
कपड़े,काग़ज़ आदि में सिकुड़न डालना।
दर्ज़ी फ्राक में घेर बनाने के लिए कपड़े में चुनट डाल रहा है।