பொருள் : ଅକାରଣରେ ଲୋକଙ୍କ ସହିତ ଲଢ଼ୁଥିବା ବା ମାରପିଟ କରୁଥିବା ଲୋକ
எடுத்துக்காட்டு :
ଥାନାବାବୁ ଆଜି ଚୌଛକି ଉପରେ ଜଣେ ଗୁଣ୍ଡାକୁ ଧରିପକାଇଲେ ଏହି ଅଞ୍ଚଳରେ ଦାଦାମାନଙ୍କର ଦାଦାଗିରି ବଢ଼ିଯାଉଛି
பிற மொழிகளில் மொழிபெயர்ப்பு :
பொருள் : ଯେଉଁ ଭାଇ ପ୍ରଥମେ ଜନ୍ମ ନେଇଛି
எடுத்துக்காட்டு :
ଶ୍ୟାମର ବଡ଼ଭାଇ ଜଣେ ଅଧ୍ୟାପକ
ஒத்த சொற்கள் : ଅଗ୍ରଜ, ଜ୍ୟେଷ୍ଠ ଭ୍ରାତା, ନନା, ବଡ ଭାଇ, ଭାଇ, ଭାଇନା
பிற மொழிகளில் மொழிபெயர்ப்பு :
An older brother.
big brother