பொருள் : କାହାଠାରୁ ନିଜର କୌଣସି ଆବଶ୍ୟକତା ପୂର୍ଣ୍ଣ କରିବା ବା ତାକୁ କୌଣସି ଅନୁଚିତ କାମ କରିବାରୁ ରୋକିବାପାଇଁ ତା ପାଖରେ ବା ଦୁଆରରେ ଜିଦ୍ ଧରି ବସିବାର କ୍ରିୟା
எடுத்துக்காட்டு :
ପୋଲିସ ହାଜତରେ ହୋଇଥିବା ମୃତ୍ୟୁର ତଦନ୍ତ କରିବାପାଇଁ ଲୋକମାନେ ଥାନା ଆଗରେ ଧାରଣା ଦେଲେ
ஒத்த சொற்கள் : ଧର୍ମଘଟ
பிற மொழிகளில் மொழிபெயர்ப்பு :
किसी से अपनी कोई माँग पूरी कराने या उसे कोई अनुचित काम करने से रोकने के लिए उसके पास या द्वार पर अड़कर बैठने की क्रिया।
धरना का आयोजन राष्ट्रव्यापी भ्रष्टाचार के विरोध में किया गया था।A strike in which workers refuse to leave the workplace until a settlement is reached.
sit-down, sit-down strikeபொருள் : ଗୋଲାକାର,ଚେପଟା ବା ଚାରିକୋଣିଆ ପତଳା କାଠର ଯେଉଁ ବଲ୍ଲା ଖଟର ଲମ୍ବା ଓ ଚଉଡାରେ ଦୁଇପଟୁ ଥାଏ
எடுத்துக்காட்டு :
ଏହି ପଲଙ୍କର ଧାରଣା ଭାରି ମଝବୁତ
ஒத்த சொற்கள் : ବାହି
பிற மொழிகளில் மொழிபெயர்ப்பு :
பொருள் : କୌଣସି ବିଷୟଆଦି ଠିକ୍ ରୂପେ ବୁଝିପାରିବାର ଶକ୍ତି
எடுத்துக்காட்டு :
ଏହି ବିଷୟରେ ତାଙ୍କର ଜ୍ଞାନ ଭଲ
ஒத்த சொற்கள் : ଜ୍ଞାନ
பிற மொழிகளில் மொழிபெயர்ப்பு :
பொருள் : କୌଣସି ବିଷୟରେ ମନରେ ହେଉଥିବା କୌଣସି ବିଚାର କିମ୍ବା ମତ
எடுத்துக்காட்டு :
ତା ପ୍ରତି ମୋର ଧାରଣା ଭୁଲ ଥିଲା
ஒத்த சொற்கள் : ଅବଧାରଣା, ସଂକଳ୍ପନା
பிற மொழிகளில் மொழிபெயர்ப்பு :
किसी विषय में मन में होने वाला कोई विचार या मत।
उसके प्रति मेरी धारणा गलत थी।A vague idea in which some confidence is placed.
His impression of her was favorable.பொருள் : ଛାତ ବା ଛପରର ଭାରକୁ ସମ୍ଭାଳିବା ଲାଗି କାନ୍ଥ ବା ଖୁଣ୍ଟରେ ଆଡ଼ିରେ ବନ୍ଧାଯାଉଥିବା ଲାଠି
எடுத்துக்காட்டு :
ରାମଦୀନ ନିଜର କୁଡ଼ିଆରେ ଶାଗୁଆନର ଧାରଣା ଲଗାଇଲା
பிற மொழிகளில் மொழிபெயர்ப்பு :