பொருள் : ବୁଣା କାମରେ ଆସୁଥିବା ତନ୍ତୀର ଏକ ଉପକରଣ
எடுத்துக்காட்டு :
ନଟେଇରେ ଲୁଗାର ଲମ୍ବା ପାଖ ସୂତାର ଶେଷଭାଗ ଟଣା ଯାଇଥାଏ
பிற மொழிகளில் மொழிபெயர்ப்பு :
பொருள் : ଯେଉଁ ଉପକରଣ ଉପରେ ଗୁଡ଼ି ଉଡ଼ାଇବା ସୂତା ଗୁଡ଼ାଯାଏ
எடுத்துக்காட்டு :
ସେ ଗୁଡ଼ିର ସୂତାକୁ ଗୁଡ଼ାଇବାପାଇଁ ଗୋଟିଏ ନଟେଇ କିଣିଲା
பொருள் : ବଡକାଠିରେ ତିଆରି ହୋଇଥିବା ଏକ ଉପକରଣ ଯେଉଁଥିରେ ତନ୍ତ ସୂତା ଗୁଡ଼ା ହୋଇଥାଏ
எடுத்துக்காட்டு :
ତନ୍ତୀ ନଟେଇରେ ସୂତା ଗୁଡ଼ାଉଛି
பிற மொழிகளில் மொழிபெயர்ப்பு :