பொருள் : ମୋତି, ମର୍କତମଣି, ମାଣିକ, ଗୋମେଦ, ହୀରା, ପ୍ରବାଳ, ବୈଦୁର୍ଯ୍ୟମଣି, ପୁଷ୍ପରାଗ ଓ ନୀଳା-ଏହି ନଅଟି ରତ୍ନ
எடுத்துக்காட்டு :
ସେ ଗ୍ରହବାଧା ଦୂର କରିବାପାଇଁ ନବରତ୍ନର ମୁଦି ପିନ୍ଧିଛି
ஒத்த சொற்கள் : ନ ରତ୍ନ
பிற மொழிகளில் மொழிபெயர்ப்பு :
பொருள் : ନଅଟି ମସଲାରୁ ତିଆରି କରାଯାଉଥିବା ଏକ ପ୍ରକାର ଚଟଣୀ
எடுத்துக்காட்டு :
ନବରତ୍ନ ଖାଇବାକୁ ବଡ଼ ସ୍ୱାଦିଷ୍ଟ
பிற மொழிகளில் மொழிபெயர்ப்பு :
नौ मसालों के योग से बनी एक चटनी।
नवरत्न चटनी खाने में बड़ी ही स्वादिष्ट होती है।பொருள் : ପ୍ରାଚୀନ କାଳରେ କୌଣସି କୌଣସି ରାଜା ମହାରାଜାଙ୍କ ସଭାରେ ରହୁଥିବା ନଅ ଜଣ ବିଦ୍ୱାନ
எடுத்துக்காட்டு :
ବିକ୍ରମାଦିତ୍ୟଙ୍କ ନବରତ୍ନ ମଧ୍ୟରେ କାଳିଦାସ ଜଣେ ଥିଲେ
பிற மொழிகளில் மொழிபெயர்ப்பு :
A person with special knowledge or ability who performs skillfully.
expert