பொருள் : ଝଗଡା କରୁଥିବା ବା ମକଦ୍ଦମା ଲଢୁଥିବା ଦଳ ବା ପକ୍ଷମାନଙ୍କ ମଧ୍ୟରୁ ପ୍ରତ୍ୟେକ
எடுத்துக்காட்டு :
ସେ ବି ସେହି ମକଦ୍ଦମାରେ ପକ୍ଷ ଥିଲେ
பிற மொழிகளில் மொழிபெயர்ப்பு :
झगड़ा करने या मुकदमा लड़ने वाले दलों या पक्षों में से प्रत्येक।
ये भी उस मुकदमे में एक पक्षकार थे।பொருள் : କୌଣସି ବିଷୟରେ ଦୁଇ ବା ଅଧିକ ପରସ୍ପର ବିରୋଧୀ ତତ୍ତ୍ୱ, ସିଦ୍ଧାନ୍ତ ଅଥବା ଦଳରୁ କୌଣସି ଗୋଟିଏ
எடுத்துக்காட்டு :
ଆପଣ କେଉଁ ପକ୍ଷରେ ଅଛନ୍ତି?
பிற மொழிகளில் மொழிபெயர்ப்பு :
किसी विषय के दो या अधिक परस्पर विरोधी तत्वों, सिद्धांतों अथवा दलों में से कोई एक।
आप किस पक्ष में हैं?An aspect of something (as contrasted with some other implied aspect).
He was on the heavy side.பொருள் : ପକ୍ଷୀମାନଙ୍କ ବାହାର ଆବରଣକୁ ତିଆରି କରିଥିବା ହାଲୁକା ତଥା ଜଳ ନିରୋଧକ ସଂରଚନା
எடுத்துக்காட்டு :
ପ୍ରଭୁ କୃଷ୍ଣ୍ନ ନିଜ ମୁଣ୍ଡରେ ମୟୂର ପକ୍ଷ ଧାରଣ କରୁଥିଲେ
பிற மொழிகளில் மொழிபெயர்ப்பு :
பொருள் : ସେନାର କୌଣସି ପକ୍ଷ (ବାମ ବା ଡାହାଣ)
எடுத்துக்காட்டு :
ଭାରତୀୟ ସେନା ପ୍ରଥମେ ଶତ୍ରୁସୈନ୍ୟଙ୍କ ଦକ୍ଷିଣ ଦିଗରୁ ଆକ୍ରମଣ କଲେ
ஒத்த சொற்கள் : ଦିଗ
பிற மொழிகளில் மொழிபெயர்ப்பு :
பொருள் : ଚଢ଼େଇ ଏବଂ କିଛି କୀଟଙ୍କର ଏକ ଅଙ୍ଗ ଯାହା ଉଡ଼ିବାରେ ସହାୟକ
எடுத்துக்காட்டு :
ଶିକାରୀ ଖଣ୍ଡାରେ ପକ୍ଷୀର ଦୁଇଟି ଯାକ ଡେଣା କାଟିଦେଲା
பிற மொழிகளில் மொழிபெயர்ப்பு :
A movable organ for flying (one of a pair).
wingபொருள் : ଯେଉଁ କଥାକୁ କେହି ପ୍ରମାଣ କରିବାକୁ ଚାହେଁ ବା ଯାହାର ଆଉ କାହା ସହିତ ବିରୋଧ ହୁଏ ବା ହୋଇପାରେ
எடுத்துக்காட்டு :
ଆପଣ ପ୍ରଥମେ ଆପଣଙ୍କର ପକ୍ଷ ଜଜଙ୍କ ସାମ୍ନାରେ ରଖନ୍ତୁ
பிற மொழிகளில் மொழிபெயர்ப்பு :
वह बात जिसे कोई सिद्ध करना चाहता हो तथा जिसका किसी ओर से विरोध होता या हो सकता हो।
आप पहले अपना पक्ष जज के सामने रखिए।பொருள் : ଚାନ୍ଦ୍ରମାସର ପନ୍ଦର ପନ୍ଦର ଦିନର ଦୁଇ ବିଭାଗ ମଧ୍ୟରୁ କୌଣସି ଏକ ଭାଗ
எடுத்துக்காட்டு :
ଭଗବାନ କୃଷ୍ଣଙ୍କ ଜନ୍ମ କୃଷ୍ଣ ପକ୍ଷର ଅଷ୍ଟମୀରେ ହୋଇଥିଲା
ஒத்த சொற்கள் : ପଖ
பிற மொழிகளில் மொழிபெயர்ப்பு :
பொருள் : କୌଣସି କଥା, କାମ ଆଦିର ସମର୍ଥନ
எடுத்துக்காட்டு :
ମୁଁ ଏହି କାମକରିବାର ପକ୍ଷରେ ନୁହେଁ
பிற மொழிகளில் மொழிபெயர்ப்பு :
பொருள் : କୌଣସି ବସ୍ତୁ ବିଷୟରେ ଥିବା ବିଭିନ୍ନ କଥାମଧ୍ୟରୁ ଗୋଟିଏ ବିଷୟ ଯାହା ଉପରେ ଅଲଗା ଅଲଗା ବିଚାର କରିବାକୁ ପଡ଼େ
எடுத்துக்காட்டு :
ଭାରତୀୟ ଅର୍ଥବ୍ୟବସ୍ଥାର ବିଭିନ୍ନ ଦିଗ ଉପରେ ବିଚାର କରିବା ଆବଶ୍ୟକ
ஒத்த சொற்கள் : ଦିଗ
பிற மொழிகளில் மொழிபெயர்ப்பு :
பொருள் : ଯେଉଁ ବ୍ୟକ୍ତି ନ୍ୟାୟାଳୟର ମୋକଦ୍ଦମାରେ ସାମିଲ୍ ଥାଆନ୍ତି
எடுத்துக்காட்டு :
ଆଜି ଅଦାଲତରେ ପ୍ରଥମ ପକ୍ଷ ଅନୁପସ୍ଥିତ ଥିଲେ
ஒத்த சொற்கள் : ପାର୍ଟି
பிற மொழிகளில் மொழிபெயர்ப்பு :