பொருள் : ସେହି ଭିନ୍ନତା ବା ପରିବର୍ତ୍ତନ ଯାହା ସାଧାରଣ ଜୀବନଯାପନ ଅପେକ୍ଷା କିଛି ଅଲଗା ଆନନ୍ଦ ଦିଏ
எடுத்துக்காட்டு :
ସେ ପରିବର୍ତ୍ତନପାଇଁ ବର୍ଷକୁ ଥରେ କିଛି ଦିନ ନିମନ୍ତେ ପାହାଡ଼ିଆ ଅଞ୍ଚଳରେ ବାସ କରେ
பிற மொழிகளில் மொழிபெயர்ப்பு :
பொருள் : ଗୋଟିଏକୁ ଛାଡ଼ି ତା ଜାଗାରେ ଅନ୍ୟକୁ ଗ୍ରହଣ କରିବାର କ୍ରିୟା
எடுத்துக்காட்டு :
ବିକ୍ରି ହୋଇଥିବା ଜିନିଷଗୁଡ଼ିକର ପୁନର୍ବଦଳ ହୁଏନାହିଁ
ஒத்த சொற்கள் : ଅଦଳ ବଦଳ, ପୁନର୍ବଦଳ, ବଦଳ
பிற மொழிகளில் மொழிபெயர்ப்பு :
The act of changing one thing for another thing.
Adam was promised immortality in exchange for his disobedience.பொருள் : ବଦଳିବାର କ୍ରିୟା ବା ଭାବ
எடுத்துக்காட்டு :
ପରିବର୍ତ୍ତନ ସଂସାରର ନିୟମ
ஒத்த சொற்கள் : ବଦଳିବା
பிற மொழிகளில் மொழிபெயர்ப்பு :
An event that occurs when something passes from one state or phase to another.
The change was intended to increase sales.பொருள் : (ଖଗୋଳବିଜ୍ଞାନ) ମଧ୍ୟମାନ ଗତିର ବ୍ୟତିକ୍ରମ ବା କୌଣସି ଗ୍ରହ ବା ଉପଗ୍ରହ କକ୍ଷରେ ବିଚଳନ କରିବା
எடுத்துக்காட்டு :
ଚନ୍ଦ୍ରମାଙ୍କ ପରିବର୍ତ୍ତନର ସିଧାସଳଖ ପ୍ରଭାବ ପୃଥିବୀ ଉପରେ ପଡ଼େ
பிற மொழிகளில் மொழிபெயர்ப்பு :
(खगोल-विज्ञान) मध्यमान गति का व्यतिक्रम या किसी ग्रह या उपग्रह का कक्ष से विचलन।
चंद्रमा के परिवर्तन का सीधा प्रभाव धरती पर पड़ता है।(astronomy) any perturbation of the mean motion or orbit of a planet or satellite (especially a perturbation of the earth's moon).
variationபொருள் : ଭୁଲ୍, ଦୋଷଆଦି ଦୂର କରି ଶୁଦ୍ଧ ବା ଠିକ୍ କାମ କରିବାର କ୍ରିୟା
எடுத்துக்காட்டு :
ଓଡ଼ିଶା ମାଧ୍ୟମିକ ବୋର୍ଡ଼ଦ୍ୱାରା ପ୍ରକାଶିତ ଓଡ଼ିଆ ବ୍ୟାକରଣ ପୁସ୍ତକଗୁଡ଼ିକରେ ସଂଶୋଧନ ଆଣିବା ଆବଶ୍ୟକ
ஒத்த சொற்கள் : ତ୍ରୁଟିଶୂନ୍ୟ, ସଂଶୋଧନ
பிற மொழிகளில் மொழிபெயர்ப்பு :
பொருள் : ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା
எடுத்துக்காட்டு :
ଏହି ଘଟଣା ପରଠାରୁ ତା ଜୀବନରେ ବହୁତ ପରିବର୍ତ୍ତନ ଆସିଛି
ஒத்த சொற்கள் : ପରିବର୍ତ୍ତନ ଆଣିବା, ପରିବର୍ତ୍ତନ ହେବା, ବଦଳିଯିବା, ବଦଳେଇବା
பிற மொழிகளில் மொழிபெயர்ப்பு :
एक रूप से दूसरे रूप में आना।
इस घटना के बाद से उसके जीवन में बहुत परिवर्तन आया है।