பொருள் : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ
எடுத்துக்காட்டு :
ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ
ஒத்த சொற்கள் : ଆକାଂକ୍ଷା, ଆଶା, ଭରସା
பிற மொழிகளில் மொழிபெயர்ப்பு :
किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।
हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।