பொருள் : କୈଣସି ସମାଜ ବା ଗୋଷ୍ଠୀର ମୁଖିଆ ଯେ ପ୍ରାୟତଃ ବିବାଦ ଆଦି ସମାଧାନ କରନ୍ତି ଏବଂ ଲୋକମାନଙ୍କୁ ପରାମର୍ଶ ଆଦି ଦିଅନ୍ତି
எடுத்துக்காட்டு :
ଆଜି ମଧ୍ୟ କେତେକ ଆଦିବାସୀ ଜାତି ମଧ୍ୟରେ ଚୌଧୁରୀ ହିଁ ନିଷ୍ପତ୍ତି କରନ୍ତି
பிற மொழிகளில் மொழிபெயர்ப்பு :
किसी विशेष समाज या बिरादरी का प्रधान जो प्रायः विवाद आदि हल करता और लोगों को सलाह आदि देता है।
आज भी कुछ आदिवासी जातियों में फैसले चौधरी ही करता है।பொருள் : କୌଣସି ସଙ୍ଗଠନର ସର୍ବଶ୍ରେଷ୍ଠ ନେତା ବା ପ୍ରଧାନ ବ୍ୟକ୍ତି
எடுத்துக்காட்டு :
ତେଲେଙ୍ଗାନା ଅଞ୍ଚଳର ସମସ୍ତ ମନ୍ତ୍ରୀ କଂଗ୍ରେସ୍ ମୁଖ୍ୟଙ୍କୁ ପୃଥକ ତେଲେଙ୍ଗାନା ରାଜ୍ୟ ପାଇଁ ଦାବିକଲେ
பிற மொழிகளில் மொழிபெயர்ப்பு :
The highest leaders in an organization (e.g. the commander-in-chief and senior officers of the military).
high command, supreme headquartersபொருள் : ସବୁଥିରେ ପ୍ରଧାନ ବା ମୁଖ୍ୟ ବିଚାର କରାଯାଉଥିବା ବ୍ୟକ୍ତି
எடுத்துக்காட்டு :
ମୋହନ ଏହି ସଙ୍ଗଠନର ପ୍ରଧାନବ୍ୟକ୍ତି
ஒத்த சொற்கள் : ନେତା, ପ୍ରଧାନ ବ୍ୟକ୍ତି, ମୁଖିଆ, ସରଦାର
பிற மொழிகளில் மொழிபெயர்ப்பு :
பொருள் : ଯାହାକୁ ସବୁଠୁଁ ଅଧିକ ମହତ୍ତ୍ୱ ଦିଆଯାଏ
எடுத்துக்காட்டு :
ମୁଖ୍ୟ ତରଙ୍ଗ ଗୌଣ ତରଙ୍ଗଠାରୁ ଅଧିକ ବେଗରେ ଗତି କରେ
பிற மொழிகளில் மொழிபெயர்ப்பு :
பொருள் : ଯାହା ଆବଶ୍ୟକ ହୁଏ
எடுத்துக்காட்டு :
ଆମ ଶରୀର ପାଞ୍ଚୋଟି ମୁଖ୍ୟ ତତ୍ତ୍ୱରେ ଗଠିତ ହୋଇଛି
ஒத்த சொற்கள் : ପ୍ରମୁଖ, ମୁଖ୍ୟ, ମୂଳ
பிற மொழிகளில் மொழிபெயர்ப்பு :
Serving as an essential component.
A cardinal rule.பொருள் : ଯାହା ବାକ୍ୟ ରଚନା ଦୃଷ୍ଟିରୁ ସମ୍ପୂର୍ଣ୍ଣ ଓ ଯେଉଁଥିରେ ଅତିକମରେ ଗୋଟିଏ କର୍ତ୍ତା ଓ ଗୋଟିଏ କ୍ରିୟା ଥାଏ
எடுத்துக்காட்டு :
ମିଶ୍ରିତ ବାକ୍ୟରେ ଗୋଟିଏ ମୁଖ୍ୟ ଉପବାକ୍ୟ ଥାଏ
ஒத்த சொற்கள் : ମୁଖ୍ୟ
பிற மொழிகளில் மொழிபெயர்ப்பு :
(of a clause) capable of standing syntactically alone as a complete sentence.
The main (or independent) clause in a complex sentence has at least a subject and a verb.பொருள் : ଯେ କୌଣସି କ୍ଷେତ୍ରର ମୁଖିଆ
எடுத்துக்காட்டு :
ସେ ଏହି ମଣ୍ଡଳର ପ୍ରଧାନ କାର୍ଯ୍ୟକର୍ତ୍ତା
ஒத்த சொற்கள் : ଅଗ୍ରଗଣ୍ୟ, ଅଗ୍ରଣୀ, ପ୍ରମୁଖ, ବରିଷ୍ଠ, ମୁଖ୍ୟ, ଶ୍ରେଷ୍ଠ
பிற மொழிகளில் மொழிபெயர்ப்பு :
Ranking above all others.
Was first in her class.