பொருள் : ବାହାର କରିବା କାମ ଅନ୍ୟ କାହାଦ୍ୱାରା କରାଇବା
எடுத்துக்காட்டு :
ଶାଶୁ ବୋହୂଉପରେ ମିଛ ଆରୋପ ଲଗାଇ ତାକୁ ଘରୁ ବାହାର କରାଇଦେଲା
ஒத்த சொற்கள் : ଅଲଗା କରାଇବା, ତଡାଇବା, ବହିଷ୍କାର କରିବା
பிற மொழிகளில் மொழிபெயர்ப்பு :
பொருள் : କୌଣସି ସ୍ଥାନଦେଇ ନେଇଯିବା ବା ଚଲେଇବା
எடுத்துக்காட்டு :
ଏ ବର୍ଷ ଶୋଭାଯାତ୍ରା ପ୍ରଧାନ ରାସ୍ତାଦେଇ ବାହାର କରାଗଲା
பிற மொழிகளில் மொழிபெயர்ப்பு :
कहीं से होकर चलाना या ले जाना।
इस वर्ष झाकियाँ मुख्य मार्ग से होकर निकाली गईं।