பொருள் : ଗୋଟିଏ ସ୍ଥାନରୁ ଅନ୍ୟ ଏକ ଦୂର ସ୍ଥାନକୁ ଯିବାର କ୍ରିୟା
எடுத்துக்காட்டு :
ସେ ଭ୍ରମଣରେ ଯାଉଛି ତାର ଯାତ୍ରା ସଫଳ ହେଲା
பிற மொழிகளில் மொழிபெயர்ப்பு :
பொருள் : ଯାତ୍ରା କାଳରେ ଅତିକ୍ରମ କରା ଯାଉଥିବା ଦୂରତା
எடுத்துக்காட்டு :
ତାଙ୍କୁ ପଚାଶ ମାଇଲ ଦୂରତା ଭ୍ରମଣ କରିବାକୁ ପଡିଲା
ஒத்த சொற்கள் : ଯାତ୍ରା
பிற மொழிகளில் மொழிபெயர்ப்பு :
பொருள் : କୌଣସି ବିଶେଷ କାର୍ଯ୍ୟପାଇଁ ବିଶେଷକରି ନିରୀକ୍ଷଣ କରି ଏକ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଯିବାର କ୍ରିୟା
எடுத்துக்காட்டு :
ପ୍ରଧାନମନ୍ତ୍ରୀ ଭୂକମ୍ପଗ୍ରସ୍ଥ ଅଞ୍ଚଳଗୁଡ଼ିକର ପରିଦର୍ଶନରେ ଯାଇଛନ୍ତି
ஒத்த சொற்கள் : ନିରୀକ୍ଷଣ, ପରିଦର୍ଶନ
பிற மொழிகளில் மொழிபெயர்ப்பு :
किसी विशेष कार्य के लिए एक स्थान से दूसरे स्थान तक जाने की क्रिया।
प्रधानमंत्री भूकंप ग्रस्त इलाकों के दौरे पर गए हैं।The act of visiting in an official capacity (as for an inspection).
visitபொருள் : କୌଣସି ବିଶେଷ ସ୍ଥାନକୁ ଭ୍ରମଣ ନିମନ୍ତେ କରାଯାଉଥିବା ଯାତ୍ରା
எடுத்துக்காட்டு :
ଆମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଭ୍ରମଣରେ ଯାଉଛନ୍ତି
ஒத்த சொற்கள் : ଯାତ୍ରା
பிற மொழிகளில் மொழிபெயர்ப்பு :