பொருள் : ପାଦତଳେ ଦବି ବା ଦବାହୋଇ ନଷ୍ଟ ହେବା ବା କରିବାର କ୍ରିୟା
எடுத்துக்காட்டு :
ଭଗବାନ ଶ୍ରୀକୃଷ୍ଣ କାଳୀୟନାଗ ମର୍ଦ୍ଦନ କରିଥିଲେ
ஒத்த சொற்கள் : ପଦ ଦଳନ
பிற மொழிகளில் மொழிபெயர்ப்பு :
பொருள் : କୌଣସି ବସ୍ତୁଆଦିକୁ ନଷ୍ଟକରିବାର କ୍ରିୟା
எடுத்துக்காட்டு :
ପରମେଶ୍ୱର ଶତ୍ରୁମାନଙ୍କୁ ମର୍ଦ୍ଦନ କରିବାପାଇଁ ଜନ୍ମ ନେଇଥାନ୍ତି
ஒத்த சொற்கள் : ନଷ୍ଟୀକରଣ
பிற மொழிகளில் மொழிபெயர்ப்பு :
The termination of something by causing so much damage to it that it cannot be repaired or no longer exists.
destruction, devastationபொருள் : ଭଲ ଭାବରେ ମକଚିବା, ପେଶିବା, ବା ରଗଡିବା ଆଦି କ୍ରିୟା ବା ଭାବ
எடுத்துக்காட்டு :
ଶରୀର ମର୍ଦ୍ଦନ ପଶ୍ଚାତ ସେ ଗାଧୋଇବାକୁ ଚାଲିଗଲା
பிற மொழிகளில் மொழிபெயர்ப்பு :
अच्छी तरह से मसलने, पीसने या रगड़ने आदि की क्रिया या भाव।
शरीर के आमर्दन के पश्चात वह स्नान करने चला गया।பொருள் : ହାତରେ କିଛି ବସ୍ତୁକୁ ଦଳିବା କ୍ରିୟା
எடுத்துக்காட்டு :
ପହିଲିମାନ ନିଜ ଶରୀରର ମର୍ଦ୍ଦନ ପରେ ହିଁ ଆଖଡାରେ ଓହ୍ଲାଏ
பிற மொழிகளில் மொழிபெயர்ப்பு :
Kneading and rubbing parts of the body to increase circulation and promote relaxation.
massage